ବିଜେଡିରେ ସାମିଲ ହେଲେ ଯୁବ ଉଦ୍ୟୋଗପତି ଅବିନାଶ ସାମଲ
ଆଜି ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି ଢେଙ୍କାନାଳ ଜିଲ୍ଲାର ପ୍ରତିଷ୍ଠିତ ଯୁବ ଉଦ୍ୟୋଗପତି ତଥା ଡାକ୍ତର ଅବିନାଶ ସାମଲ। ତାଙ୍କ ବାପା ଗଂଗାଧର ସାମଲ ହେଉଛନ୍ତି ଓଡିଶାର ଜଣେ ପ୍ରତିଷ୍ଠିତ ଶିଳ୍ପପତି। ତାଙ୍କ ଦାଦା ସୁଧୀର ସାମଲ ହେଉଛନ୍ତି ବର୍ତ୍ତମାନ ଢେଙ୍କାନାଳ ବିଜେଡି ବିଧାୟକ।
ଆଜି!-->!-->!-->…
