Odia News Portal
Browsing Tag

swadhikar news

ଏସସିବିରେ ବିରଳ ଅପରେସନ; ରୋଗୀଙ୍କ ହୃତପିଣ୍ଡରୁ ବାହାରିଲା ଛୁଞ୍ଚି

ବିନା ଅସ୍ତ୍ରୋପଚାରରେ ଏମ୍ସ ଡାକ୍ତର ଏକ ଛୁଆର ଫୁସ୍‌ଫୁସ୍‌ରୁ ଛୁଞ୍ଚି ବାହାର କରିଥିବା ବେଳେ ଏସସିବି ବି ଏ କ୍ଷେତ୍ରରେ ପଛରେ ନାହିଁ । ଏସସିବି ବି ଚ୍ୟାଲେଞ୍ଜ ଗ୍ରହଣ କରି ଏ କ୍ଷେତ୍ରରେ ନୂଆ କୀର୍ତ୍ତିମାନ ସ୍ଥାପନ କରିଛି। ଏସସିବିରେ ଜଣେ ରୋଗୀର ହୃତପିଣ୍ଡରୁ ଛୁଞ୍ଚି ବାହାରିଲା ।

ବଢୁଛି ତାପମାତ୍ରା , କମୁଛି ଶୀତ

ବଢୁଛି ତାପମାତ୍ରା , କମୁଛି ଶୀତ । କିଛିଦିନର ବ୍ୟବଧାନ ପରେ ରାଜ୍ୟର ଶୀତର ଲହରୀ ଅନୁଭୂତ ହୋଇଥିଲା । କିନ୍ତୁ ସାରା ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗୁଛି । ରାଜ୍ୟର ଅନେକ ସ୍ଥାନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏ ବଢ଼ିବାର ସମ୍ଭାବନା ରହିଛି । ଯାହାଫଳରେ ଗରମ ହେବାର

ଆଜି ନୀତୀଶ କୁମାରଙ୍କ ଭାଗ୍ୟ ପରୀକ୍ଷା

ଆରଜେଡି ଛାଡି ବିଜେପି ସହଯୋଗରେ ମୁଖ୍ୟମନ୍ତ୍ରୀ ହୋଇଥିବା ନୀତୀଶ ଆଜି ଆସ୍ଥା ଭୋଟର ସାମ୍ନା କରିବେ। ଆସ୍ଥା ଭୋଟରେ ବିଜୟୀ ହେଲେ ବିଦ୍ଧିବଦ୍ଧ ଭାବେ ସରକାର ଗଢିବେ ନୀତୀଶ କୁମାର। ୨୪୩ ଆସନ ବିଶିଷ୍ଟ ବିହାର ବିଧାନସଭାରେ ସଂଖ୍ୟାଗରିଷ୍ଠତା ପାଇଁ ୧୨୨ ଆସନ ଆବଶ୍ୟକ। ବିଜେପି-ଜେଡି (ୟୁ) ମେଣ୍ଟ

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : କେନ୍ଦୁପତ୍ର ତୋଳାଳୀଙ୍କୁ ୫୦ ପ୍ରତିଶତ ବୋନସ୍‌

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦୁ ପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ କେତେକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ଅନୁଯାୟୀ କେନ୍ଦୁ ପତ୍ର ତୋଳାଳୀମାନଙ୍କୁ ଚଳିତ ଫସଲ ଋତୁ ପାଇଁ ୫୦ ପ୍ରତିଶତ ବୋନସ୍‌ ମିଳିବ। ଏହି ବୋନସ୍ ପରିମାଣ ଗତ

ସାତକଡ଼ି ହୋତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ସାତକଡ଼ି ହୋତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ତାଙ୍କ ଶୋକସନ୍ତପ୍ତ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି। ଓଡ଼ିଆ ସାରସ୍ୱତ ଜଗତକୁ ତାଙ୍କ ଅବଦାନ ଅତୁଳନୀୟ ଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବଢ଼ିଲା କେନ୍ଦୁପତ୍ର ତୋଳାଳିଙ୍କ ବୋନସ୍, ୯୮ କୋଟି ଟଙ୍କା ମଞ୍ଜୁର

ଢ଼ିଲା କେନ୍ଦୁପତ୍ର ତୋଳାଳିଙ୍କ ବୋନସ୍ । ବୋନସକୁ ୨୫ ପ୍ରତିଶତରୁ ୫୦ ପ୍ରତିଶତକୁ ବୃଦ୍ଧି କରାଗଲା। ଏଥିରେ ଉପକୃତ ହେବେ ୮ ଲକ୍ଷ ୫୦ ହଜାର ତୋଳାଳି। ଏଥିପାଇଁ ୯୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହ କେନ୍ଦୁପତ୍ର ବନ୍ଧାଳି ଓ ସିଜନାଲ କର୍ମଚାରୀଙ୍କୁ ପ୍ରୋତ୍ସାହନ ରାଶିକୁ

ସମ୍ବଲପୁର ଗସ୍ତ କରି ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି ସମ୍ୱଲପୁର ଜିଲ୍ଲା ଗସ୍ତ କରିଛନ୍ତି । ଆଜି ସକାଳ ୬ଟାରେ ପାଣ୍ଡିଆନ ସମ୍ବଲପୁରରେ ପ୍ରଥମ ମହାନଦୀ ହାଫ୍ ମାରାଥନର ଶୁଭାରମ୍ଭ କରିଥିଲେ। ବିଭିନ୍ନ ଶ୍ରେଣୀରେ ଏଥିରେ ୪ ହଜାର

ଆଜି ସୁଜ୍ଞାନ କୁମାରୀ ଦେଓଙ୍କ ଶେଷକୃତ୍ୟ

ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ଅନ୍ତିମ ଯାତ୍ରା । ଆଜି ଖଲ୍ଲିକୋଟ ରାଜପରିବାରର ଶ୍ମଶାନ ଘାଟରେ ହେବ ଶେଷକୃତ୍ୟ । ରମ୍ଭା ରାଜପ୍ରାସାଦରେ ଚାଲିଛି ସୁଜ୍ଞାନ କୁମାରୀଙ୍କ ଶେଷ ଦର୍ଶନ । କାଲି ଚେନ୍ନାଇରୁ ସ୍ୱତନ୍ତ୍ର ବିମାନ ଯୋଗେ ତାଙ୍କ ମର ଶରୀର ଭୁବନେଶ୍ୱର ଅଣାଯାଇଥିଲା ।

ରାଜଧାନୀରେ ଲୁଟେରାଙ୍କ ଆତଙ୍କ

ରାଜଧାନୀ ଭୁବନେଶ୍ୱରରେ ବିବାହ ମଣ୍ଡପରୁ ଚୋରି । ବିବାହ ଉତ୍ସବରେ ବରଯାତ୍ରୀ ବେଶରେ ଆସି ୯ ଲକ୍ଷରୁ  ଅଧିକ ଟଙ୍କା ଓ ଅଳଙ୍କାର ଚୋରି କରିଛନ୍ତି ଲୁଟେରା । ସିସିଟିଭି ଫୁଟେଜ ମୁତାବକ ମାତ୍ର ୪ ସେକେଣ୍ଡରେ ୯ ଲକ୍ଷ ଟଙ୍କାର ସୁନାଗହଣା ଗାଏବ । ମୁଣ୍ଡରେ ଟୋପି, ସୁଟ୍ ବୁଟ୍ ପିନ୍ଧି ଏକଦମ୍

ପୋଲିସ ହାତରେ ୨ ଲୁଟେରା

ଧରାପଡିଲେ ଦୁଇ ଲୁଟେରା । ଏକୁଟିଆ ଦେଖି ଜଣେ ମହିଳାଙ୍କ ଠାରୁ ଝାମ୍ପିନେଇଥିଲେ ତାଙ୍କ ଭ୍ୟାନିଟ୍ ବ୍ୟାଗ । ଏନେଇ ନୟାପଲ୍ଲୀ ଥାନାରେ ଏତଲା ଦେଇଥିଲେ ଉକ୍ତ ମହିଳା ଜଣଙ୍କ । ଅଭିଯୋଗକୁ ଆଧାରକରି ଆଜି ଦୁଇ ଜଣ ଲୁଟେରାଙ୍କୁ ଗିରଫ କରିଛି ନୟାପଲ୍ଲୀ ଥାନା ପୋଲିସ । ଗିରଫ ଅଭିଯୁକ୍ତ ହେଲେ ଚନ୍ଦନ