Odia News Portal
Browsing Tag

swadhikar news

ଆଉ ନିର୍ବାଚନ ଲଢ଼ିବେନି ସୁର

ଶେଷ ଦିନରେ ବିଧାନସଭାକୁ ସାଷ୍ଟାଙ୍ଗ ପ୍ରଣିପାତ କଲେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ। ସବୁବେଳେ ନିଜର କୌତୁହଳପୂର୍ଣ୍ଣ ବୟାନ ପାଇଁ ସଭିଙ୍କ ପସନ୍ଦରେ ଥାନ୍ତି ଜଟଣୀ ବିଧାୟକ। ସମୟ ସମୟରେ କିଛି ନ କିଛି କାର୍ଯ୍ୟ କରିଥାନ୍ତି ଯାହା ଚର୍ଚ୍ଚାର ପରିସରକୁ ଆଣିଥାଏ। ବର୍ତ୍ତମାନ ବଜେଟ୍

ବିଜେଡିର ଜାତୀୟ ମୁଖପାତ୍ର ହେଲେ ସଂତୃପ୍ତ ମିଶ୍ର

ଯୋଗଦେବାକ୍ଷଣି ବିଜେଡିର ନୂଆ ଦାୟିତ୍ୱ ପାଇଲେ ସଂତୃପ୍ତ ମିଶ୍ର । ବିଜେଡିର ଜାତୀୟ ମୁଖପାତ୍ର ଭାବେ ସଂତୃପ୍ତ ମିଶ୍ରଙ୍କୁ ଦାୟିତ୍ୱ । ସଂଜୟ ଦାସବର୍ମାଙ୍କୁ ମଧ୍ୟ ମୁଖପାତ୍ର ଦାୟିତ୍ୱ ଦେଲେ ସୁପ୍ରିମୋ ।

ଭତ୍ତା ବୃଦ୍ଧି ନେଇ ଗୃହରେ ଉତ୍ତର ରଖିଲେ ମନ୍ତ୍ରୀ

ରାଜ୍ୟରେ ଭତ୍ତା ବୃଦ୍ଧି ନେଇ ଆସୁଥିବା ବିଭିନ୍ନ ଦାବି ନେଇ ସରକାର ସଚେତନ ଅଛନ୍ତି । ଠିକ୍ ସମୟରେ ଠିକଣା ନିଷ୍ପତ୍ତି ନେବେ । ଭତ୍ତା ବୃଦ୍ଧି ନେଇ ଗୃହରେ ମନ୍ତ୍ରୀ ଅଶୋକ ପଣ୍ଡା ସୂଚନା ଦେଇଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫୩ ଲକ୍ଷ ୮ ହଜାର ୯୬୭ ଜଣଙ୍କୁ ରାଜ୍ୟ ସରକାରଙ୍କ ସାମାଜିକ

ବିକ୍ରମ ପଣ୍ଡା ଗୋପାଳପୁର ବିଜେଡି ପ୍ରାର୍ଥୀ

ବିକ୍ରମ ପଣ୍ଡା ହୋଇପାରନ୍ତି ଗୋପାଳପୁର ବିଜେଡି ପ୍ରାର୍ଥୀ । ଗଞ୍ଜାମ ବିଜେଡି ସଭଆପତି ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକଙ୍କ ସୂଚନା । ଆଶା କରୁଛୁ ମୁଖ୍ୟମନ୍ତ୍ରୀ ତାଙ୍କୁ ପ୍ରର୍ଥୀ କରିପାରନ୍ତି ବୋଲି କହିଛନ୍ତି ଚ୍ୟାଉ ପଟ୍ଟନାୟକ । ବିକ୍ରମ ପଣ୍ଡାଙ୍କୁ ଗୋପାଳପୁରର ସଂଗଠନ ଦାୟିତ୍ୱ ଦିଆଯାଇଛି

୨୦୨୪-୨୫ ବର୍ଷ ପାଇଁ ୨.୫୫ ଲକ୍ଷ କୋଟିର ବଜେଟ୍

ନିର୍ବାଚନ-୨୦୨୪କୁ ନଜର ଦେଇ ଓଡ଼ିଶା ସରକାର ଏକ ‘ପପୁଲିଷ୍ଟ ବଜେଟ୍‌’ ଆଣିଛନ୍ତି । ବଜେଟ୍‌ର ମୋଟ୍ ପରିମାଣ ୨.୫୫ ଲକ୍ଷ କୋଟି ଟଙ୍କା ଥିଲେ ହେଁ ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ଚାରି ମାସ ପାଇଁ ୧ ଲକ୍ଷ ୧୮ହଜାର କୋଟିର ଲେଖାନୁଦାନ ଉପସ୍ଥାପନ ହୋଇଛି । ଏହାକୁ ସମତୁଲ ଓ ଜନକଲ୍ୟାଣକାରୀ ବଜେଟ୍

ମଧୁବାବୁ ପେନ୍‌ସନ୍‌ ଯୋଜନା ହିତାଧିକାରୀ ବୃଦ୍ଧି ନିଷ୍ପତ୍ତି

ମଧୁବାବୁ ପେନ୍‌ସନ୍‌ ଯୋଜନା(ଏମ୍‌ବିପିଓ୍ବାଇ) ହିତାଧିକାରୀ ବୃଦ୍ଧି ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ସମସ୍ତ ଜିଲାର ଜିଲାପାଳ ଓ ମହାନଗର ନିଗମ କମିଶନରଙ୍କୁ ଚିଠି କରାଯାଇଛି। ସାମାଜିକ ସୁରକ୍ଷା ପ୍ରମୁଖ ସଚିବ ଚିଠି ଲେଖି ଏହି ନିର୍ଦ୍ଦେଶ ଦେଇଛନ୍ତି। ତେବେ ଯୋଗ୍ୟ ହିତାଧିକାରୀଙ୍କ

ଆଜି ଶପଥ ନେବେ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ

ଆଜି ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ରାଜ୍ୟପାଳ ରଘୁବର ଦାସ। ଗତ ୨ ତାରିଖରେ ଏନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ, ଆଜି ଶପଥ ଗ୍ରହଣ କରିବେ ଜଷ୍ଟିସ ଚକ୍ରଧାରୀ

ବିଧାନସଭା ଅଧିବେଶନର ତୃତୀୟ ଦିନ ଆରମ୍ଭରୁ ଗୃହରେ ହଟ୍ଟଗୋଳ

ବିଧାନସଭା ଅଧିବେଶନର ତୃତୀୟ ଦିନ ଆରମ୍ଭରୁ ଗୃହରେ ହଟ୍ଟଗୋଳ ଓ ହୋହାଲ୍ଲା ଦେଖିବାକୁ ମିଳିଛି । ଆଜି ଅଧିବେଶନ ଆରମ୍ଭ ହେବା ମାତ୍ରେ ଉଷୁନା ଚାଉଳ ପ୍ରସଙ୍ଗରେ ବିଜେପି ସଦସ୍ୟ ଗୃହ ଭିତରେ ହଟ୍ଟଗୋଳ କରିଥିଲେ । ସେହିଭଳି ପରୀ ପ୍ରସଙ୍ଗରେ ଧର୍ମେନ୍ଦ୍ର ପ୍ରଧାନ ଓ ମୋହନ ମାଝୀଙ୍କ କ୍ଷମା

ଆଉ ୨୮ ନୂଆ ଜିଲ୍ଲା ଗଠନ ଦାବି

ରାଜ୍ୟରେ ୨୮ଟି ନୂଆ ଜିଲ୍ଲା ଗଠନ ପାଇଁ ଦାବିପତ୍ର ମିଳିଛି। ବିଧାନସଭାରେ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡି। ପଦ୍ମପୁର, ଧର୍ମଗଡ଼ ଓ କଣ୍ଟାବାଞ୍ଜି ସହ ୨୮ଟି ନୂଆ ଜିଳ୍ଲା ପାଇଁ ଦାବି ହୋଇଛି ବୋଲି କହିଛନ୍ତି