Odia News Portal
Browsing Tag

swadhikar news

ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ: କମିଶନରେଟ୍‌ ପୋଲିସ ମୁଖ୍ୟାଳୟ କୋଠାରେ ଓଡ଼ିଆ ଭାଷା, ସାହିତ୍ୟ, କଳା ଓ ଐତିହ୍ୟର ଚିତ୍ର

ଭୁବନେଶ୍ୱରସ୍ଥିତ କମିଶନରେଟ୍ ପୋଲିସ ମୁଖ୍ୟାଳୟ କୋଠା କାନ୍ଥରେ ଏବେ ଝଲସୁଛି ଓଡ଼ିଆ ଭାଷା, ସାହିତ୍ୟ, କଳା ଓ ଐତିହ୍ୟର ଅନନ୍ୟ ଚିତ୍ର। ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ପ୍ରସ୍ତୁତ ଏହି ଅତ୍ୟାଧୁନିକ ମ୍ୟାପିଙ୍ଗ୍ ପ୍ରୋଜେକ୍ସନ ସୋ’ ଦର୍ଶକମାନଙ୍କ ପାଇଁ ଖୁବ୍ ଆକର୍ଷଣୀୟ

ଆକାଶ ଛୁଆଁ ରସୁଣ ଦର

ରାଉରକେଲାରେ ଆକାଶ ଛୁଆଁ ରସୁଣ ଦର । କିଲୋ ପିଛା ଦର ୪ଶହ ଟପିଲାଣି । ଏହି ଚଢା ଦରକୁ ନେଇ ଚିନ୍ତାରେ ଖାଉଟି । ରୋଷେଇ ଘରେ ରସୁଣ ଚିନ୍ତା । ଆମିଷ ତରକାରୀରେ ରସୁଣ ନହେଲେ ନଚଳେ । ହେଲେ ଏବେ ବଜାରରେ ଯେଉଁ ଦର ବଢିଛି ତାହା ଲୋକଙ୍କ ଚିନ୍ତାକୁ ବଢାଇଛି । ରସୁଣର ବର୍ଦ୍ଧିତ ଦରକୁ ନେଇ ବ୍ୟବସାୟ

ଶ୍ରୀମନ୍ଦିର ଉତ୍ତର ଦ୍ୱାର ଗୁମୁଟରେ ଫାଟ

ଶ୍ରୀମନ୍ଦିର ଉତ୍ତର ଦ୍ୱାର ଗୁମୁଟର ତଳଭାଗରେ ଫାଟ ସୃଷ୍ଟ ହୋଇଥିବା ଖବର ସାମ୍ନାକୁ ଆସିଛି । ଗୁମୁଟରେ ଥିବା ପଦ୍ମ ପାଖୁଡାରେ ଦେଖାଦେଇଛି ଫାଟ । ଗୁମୁଟରେ ହୋଇଥିବା ଭାସ୍କର୍ଯ୍ୟରୁ କିଛି ପଥର ଖସି ତଳେ ପଡିଛି । ତୁରନ୍ତ ମରାମତି କରାଯିବ କହିଲା ଏଏସଆଇ ।

ପେଟ୍ରୋଲ ପମ୍ପ ଅଫିସରେ ଅଗ୍ନିକାଣ୍ଡ

ପୁରୀ ଜିଲ୍ଲା ପିପିଲି ସାତଶଙ୍ଖ ରୂପଦେଇପୁର ଛକ ନିକଟରେ ଥିବା ପେଟ୍ରୋଲ ପମ୍ପ ଅଫିସରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଅନେକ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ପୋଡି ପାଉଁଶ ହୋଇଯାଇଛି। ପେଟ୍ରୋଲ ପକାଇବାକୁ ଆସିଥିବା ଗ୍ରାହକମାନେ ଏକ ବଡ ଅଘଟଣରୁ ବର୍ତ୍ତି ଯାଇଛନ୍ତି। ଏହାପରେ ତୁରନ୍ତ ପିପିଲି

ଓଡ଼ିଶାକୁ ମହତ୍ୱପୂର୍ଣ୍ଣ ସ୍ଥାନକୁ ନେବା ପାଇଁ ପ୍ରୟାସ ଚଳାଉଛୁ : ମୋଦି

ଶିକ୍ଷା କ୍ଷେତ୍ରରେ ଓଡ଼ିଶାକୁ ମହତ୍ୱପୂର୍ଣ୍ଣ ସ୍ଥାନକୁ ନେବା ପାଇଁ ପ୍ରୟାସ ଚଳାଉଛୁ । ଭାରତର ସବୁ ରାଜ୍ୟ ବିକଶିତ ହେଲେ ଦେଶ ବିକଶିତ ହୋଇପାରିବ । ପ୍ରତି କ୍ଷେତ୍ରରେ ଓଡ଼ିଶାକୁ ଅଧିକରୁ ଅଧିକ ସହଯୋଗ ଦେଇଆସିଛୁ । ଗତ ୧୦ ବର୍ଷରେ ପେଟ୍ରୋଲିୟମ କ୍ଷେତ୍ରରେ ଦେଢ ଲକ୍ଷ କୋଟିର ନିବେଶ ହୋଇଛି

ଆସନ୍ତା ୫ ତାରିଖରୁ ବିଧାନସଭା ଅଧିବେଶନ

ଆଜି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ । ସନ୍ଧ୍ଯା ୭ଟା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ଯକ୍ଷତାରେ ବସିବାକୁ ଥିବା ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିବ । କ୍ଯାବିନେଟ ପରେ ପରେ ମନ୍ତ୍ରି ପରିଷଦ ବୈଠକ ବସିବ । ବୈଠକରେ

ଷ୍ଟାର୍ଟଅପ ପ୍ରସାର କ୍ଷେତ୍ରରେ ଓଡ଼ିଶା ଆଗରେ ରହିଛି: ମୁଖ୍ୟମନ୍ତ୍ରୀ

ଓଡ଼ିଶା ଗସ୍ତରେ ଆସି ସମ୍ବଲପୁରରେ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ, ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ଆଇଆଇଏମ ସମ୍ବଲପୁରର ନୂତନ କ୍ୟାମ୍ପସର ଲୋକାର୍ପଣ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ସହ ସଭାରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁରରେ ୬୮ ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଲେ ପ୍ରଧାନମନ୍ତ୍ରୀ

ସମ୍ବଲପୁରରେ ୬୮ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ, ଲୋକାର୍ପଣ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ସମ୍ବଲପୁର ଆଇଆଇଏମ ନୂତନ କ୍ୟାମ୍ପସର ଲୋକାର୍ପଣ କରିଥିଲେ ପ୍ରଧାନମନ୍ତ୍ରୀ । ଓଡ଼ିଶାର ବିକାଶ ଯାତ୍ରା ଲାଗି ଆଜି ଏକ ଗୁରୁତ୍ଵପୂର୍ଣ୍ଣ ଦିନ

ପୁଣି ଥରେ ଓଡ଼ିଶାକୁ ଫେରିଲା ହକି ଫିଭର

ପୁଣି ଥରେ ଓଡ଼ିଶାକୁ ଫେରିଲା ହକି ଫିଭର। ଆଜିଠାରୁ ଆରମ୍ଭ ହେଉଛି FIH ପ୍ରୋ ଲିଗ୍। ଆଜି ମହିଳା ବର୍ଗରେ ଚୀନକୁ ଭେଟିବ ଆୟୋଜକ ଭାରତ। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ସଂଧ୍ୟା ସାଢେ ୭ଟାରେ ମ୍ୟାଚ୍ ରହିଛି। ନିକଟରେ ଝାଡ଼ଖଣ୍ଡରେ ଶେଷ ହୋଇଥିବା ଅଲିମ୍ପିକ୍ସ କ୍ୟାଲି ଫାୟାର୍ସରେ ନିରାଶ

ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ସମ୍ବଲପୁରରେ ବିଭିନ୍ନ ପ୍ରକଳ୍ପର କରିବେ ଲୋକାର୍ପଣ ଓ ଶିଳାନ୍ୟାସ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି । ଦିନିକିଆ ଗସ୍ତରେ ପ୍ରଧାନମନ୍ତ୍ରୀ ସମ୍ବଲପୁର ଯିବେ । କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ସମ୍ବଲପୁର ଆଇଆଇଏମର ସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ କରିବେ । ଏହି ଲୋକାର୍ପଣ କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ ଓ