ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ
ଭେଟେରାନ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ସମ୍ମାନ । ଏନେଇ ଏକ୍ସରେ ସୂଚନା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ତାଙ୍କ ଏକ୍ସରେ ନିଜର ଖୁସି ବ୍ୟକ୍ତ କରିଛନ୍ତି । ଏହାଛଡ଼ା ମୋଦୀ ଉକ୍ତ ପୋଷ୍ଟରେ ଉଲ୍ଲେଖ କରିଛନ୍ତି ଯେ ଆଡଭାନୀ ଆମ ସମୟର ସବୁଠୁ ସମ୍ମାନୀୟ!-->…
