ଆଜିଠୁ ବଜେଟ୍ ଅଧିବେଶନ, ଲୋକସଭା ନିର୍ବାଚନ ପୂର୍ବରୁ ସଂସଦର ଶେଷ ଅଧିବେଶନ
ସଂସଦର ବଜେଟ୍ ଅଧିବେଶନ ଆଜିଠାରୁ ଆରମ୍ଭ ହେଉଛି । ମୋଦୀ ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ଏହା ହେଉଛି ଶେଷ ବଜେଟ୍ ତଥା ସଂସଦର ଶେଷ ଅଧିବେଶନ। ଏପ୍ରିଲ-ମେ ମାସରେ ହେବାକୁ ଥିବା ଲୋକସଭା ନିର୍ବାଚନ ପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆସନ୍ତାକାଲି ଅର୍ଥାତ୍ ଫେବୃଆରୀ ୧ରେ ଅନ୍ତରୀଣ!-->…
