ଅଭିନେତ୍ରୀ ମୌସୁମୀ ଗିରଫ
ଓଡ଼ିଆ ଅଭିନେତ୍ରୀ ମୌସୁମୀ ନାୟକଙ୍କୁ କମିଶନରେଟ ପୁଲିସ ଆଜି ଗିରଫ କରିଛି । ଲେଖିକା ବନସ୍ମିତା ପତିଙ୍କ ଅଭିଯୋଗ ଆଧାରରେ ହାଇକୋର୍ଟଙ୍କ ନିର୍ଦ୍ଦେଶରେ କମିଶନରେଟ ପୁଲିସ ମାମଲା ରୁଜୁ କରି ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ସୂଚନା ଅନୁସାରେ, ଅଭିନେତ୍ରୀ ମୌସୁମୀ ଆଜି ହାଇଦ୍ରାବାଦରୁ!-->…
