ବଢ଼ିଲା ଜେପି ନଡ୍ଡାଙ୍କ କାର୍ଯ୍ୟକାଳ
ପୁଣି ବଢ଼ିଲା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ କାର୍ଯ୍ୟକାଳ। ଆସନ୍ତା ଜୁନ୍ ୨୦୨୪ ଯାଏଁ ତାଙ୍କ କାର୍ଯ୍ୟକାଳକୁ ବଢ଼ାଇ ଦିଆଯାଇଛି। ଏନେଇ ଜାନୁଆରୀ ମାସରେ ଗୃହମନ୍ତ୍ରୀ ଅମିତ ଶାହ ଘୋଷଣା କରିଥିଲେ। ଆଜି ଏହି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ରବିବାର ଦଳର ଜାତୀୟ ପରିଷଦ ଦ୍ୱାରା!-->…
