କୃଷକସାଥୀଙ୍କ ସହାୟତା ରାଶି ବଢ଼ିଲା
ରାଜ୍ୟରେ ପଂଚାୟତସ୍ତରରେ କାର୍ୟ୍ୟରତ ‘କୃଷକ ସାଥୀ’ମାନଙ୍କର ପାଇଁ ସହାୟତା ରାଶି ପରିମାଣ ବୃଦ୍ଧି ହୋଇଛି । କୃଷକସାଥୀମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ରାଶି ପରିମାଣ ବର୍ଷକୁ ୧୨ହଜାର ଟଙ୍କା ପରିବର୍ତ୍ତେ ୧୮ହଜାର ଟଙ୍କାକୁ ବୃଦ୍ଧି ହୋଇଛି । ଏହି ବର୍ଦ୍ଧିତ ରାଶି ୨୦୨୩ ଅକ୍ଟୋବର ମାସରୁ!-->…
