Odia News Portal
Browsing Tag

swadhikar news

ସିସୋଦିଆଙ୍କୁ ୩ ଦିନିଆ ଜାମିନ୍‌

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଛନ୍ଦି ହୋଇ ଗିରଫ ହୋଇଥିବା ଦିଲ୍ଲୀ ପୂର୍ବତନ ଶିକ୍ଷାମନ୍ତ୍ରୀ ତଥା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ୩ଦିନିଆ ଅନ୍ତରୀଣ ଜାମିନ୍ ପ୍ରଦାନ କରାଯାଇଛି । ସିବିଆଇ ଓ ଇଡି ଦ୍ୱାରା ତଦନ୍ତ ଚାଲିଥିବା ଦୁର୍ନୀତି ଏବଂ ମନି ଲଣ୍ଡରିଂ ମାମଲାରେ…

ଲୋକପ୍ରିୟ ଓଡ଼ିଆ ଅଭିନେତା ଚକ୍ରଧର ଜେନାଙ୍କ ପରଲୋକ

ଲୋକପ୍ରିୟ ଓଡ଼ିଆ ଅଭିନେତା ଚକ୍ରଧର ଜେନାଙ୍କ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି । ଚକ୍ରଧର ଜେନା କେବଳ ଓଡ଼ିଆ ସିନେମା ନୁହେଁ ବଲିଉଡ୍ ଓ ହଲିଉଡ୍ ବି ସେ ନିଜ ଅଭିନୟର ଯାଦୁ ଦେଖାଇଛନ୍ତି। ୧୯୮୮ ମସିହାରେ ସେ ଦିଲ୍ଲୀର ନ୍ୟାସ୍‌ନାଲ ସ୍କୁଲ୍ ଅଫ୍ ଡ୍ରାମାରୁ…

ମୋ ସରକାର ହେଉଛି ଲୋକଙ୍କ ସରକାର: ମୁଖ୍ୟମନ୍ତ୍ରୀ

ମୋ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି । ୫-ଟି ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ୟ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର…

ବାଘ ଛାଲ ଡିଲ୍ ବେଳେ ମାଡ଼ିବସିଲା ଏସଟିଏଫ୍

ମାତିଛନ୍ତି ବାଘ ଛାଲ ସ୍ମଗଲର୍। ଡିଲ୍ ବେଳେ ମାଡ଼ି ବସିଲା ଏସଟିଏଫ୍। କନ୍ଧମାଳ ଦାରିଙ୍ଗବାଡ଼ିରୁ ଧରା ପଡ଼ିଛି ଜଣେ ଅଭିଯୁକ୍ତ। ଗିରଫ ଅଭିଯୁକ୍ତ ହେଉଛନ୍ତି ଦାରିଙ୍ଗବାଡ଼ିର ଘନେଶ୍ୱର ପ୍ରଧାନ (୩୫)। ଘନେଶ୍ୱର ପ୍ରଧାନ କଲରାପତରିଆ ବାଘ ଛାଲ ବିକ୍ରି ପାଇଁ ଯୋଜନା କରୁଥିଲେ। କୌଣସି…

ଏସସିବିରେ ବିରଳ ଅପରେସନ; ରୋଗୀଙ୍କ ହୃତପିଣ୍ଡରୁ ବାହାରିଲା ଛୁଞ୍ଚି

ବିନା ଅସ୍ତ୍ରୋପଚାରରେ ଏମ୍ସ ଡାକ୍ତର ଏକ ଛୁଆର ଫୁସ୍‌ଫୁସ୍‌ରୁ ଛୁଞ୍ଚି ବାହାର କରିଥିବା ବେଳେ ଏସସିବି ବି ଏ କ୍ଷେତ୍ରରେ ପଛରେ ନାହିଁ । ଏସସିବି ବି ଚ୍ୟାଲେଞ୍ଜ ଗ୍ରହଣ କରି ଏ କ୍ଷେତ୍ରରେ ନୂଆ କୀର୍ତ୍ତିମାନ ସ୍ଥାପନ କରିଛି। ଏସସିବିରେ ଜଣେ ରୋଗୀର ହୃତପିଣ୍ଡରୁ ଛୁଞ୍ଚି ବାହାରିଲା ।…

ବଢୁଛି ତାପମାତ୍ରା , କମୁଛି ଶୀତ

ବଢୁଛି ତାପମାତ୍ରା , କମୁଛି ଶୀତ । କିଛିଦିନର ବ୍ୟବଧାନ ପରେ ରାଜ୍ୟର ଶୀତର ଲହରୀ ଅନୁଭୂତ ହୋଇଥିଲା । କିନ୍ତୁ ସାରା ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗୁଛି । ରାଜ୍ୟର ଅନେକ ସ୍ଥାନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏ ବଢ଼ିବାର ସମ୍ଭାବନା ରହିଛି । ଯାହାଫଳରେ ଗରମ ହେବାର…

ଆଜି ନୀତୀଶ କୁମାରଙ୍କ ଭାଗ୍ୟ ପରୀକ୍ଷା

ଆରଜେଡି ଛାଡି ବିଜେପି ସହଯୋଗରେ ମୁଖ୍ୟମନ୍ତ୍ରୀ ହୋଇଥିବା ନୀତୀଶ ଆଜି ଆସ୍ଥା ଭୋଟର ସାମ୍ନା କରିବେ। ଆସ୍ଥା ଭୋଟରେ ବିଜୟୀ ହେଲେ ବିଦ୍ଧିବଦ୍ଧ ଭାବେ ସରକାର ଗଢିବେ ନୀତୀଶ କୁମାର। ୨୪୩ ଆସନ ବିଶିଷ୍ଟ ବିହାର ବିଧାନସଭାରେ ସଂଖ୍ୟାଗରିଷ୍ଠତା ପାଇଁ ୧୨୨ ଆସନ ଆବଶ୍ୟକ। ବିଜେପି-ଜେଡି (ୟୁ) ମେଣ୍ଟ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : କେନ୍ଦୁପତ୍ର ତୋଳାଳୀଙ୍କୁ ୫୦ ପ୍ରତିଶତ ବୋନସ୍‌

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦୁ ପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ କେତେକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ଅନୁଯାୟୀ କେନ୍ଦୁ ପତ୍ର ତୋଳାଳୀମାନଙ୍କୁ ଚଳିତ ଫସଲ ଋତୁ ପାଇଁ ୫୦ ପ୍ରତିଶତ ବୋନସ୍‌ ମିଳିବ। ଏହି ବୋନସ୍ ପରିମାଣ ଗତ…

ସାତକଡ଼ି ହୋତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ସାତକଡ଼ି ହୋତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ତାଙ୍କ ଶୋକସନ୍ତପ୍ତ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି। ଓଡ଼ିଆ ସାରସ୍ୱତ ଜଗତକୁ ତାଙ୍କ ଅବଦାନ ଅତୁଳନୀୟ ଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।…

ବଢ଼ିଲା କେନ୍ଦୁପତ୍ର ତୋଳାଳିଙ୍କ ବୋନସ୍, ୯୮ କୋଟି ଟଙ୍କା ମଞ୍ଜୁର

ଢ଼ିଲା କେନ୍ଦୁପତ୍ର ତୋଳାଳିଙ୍କ ବୋନସ୍ । ବୋନସକୁ ୨୫ ପ୍ରତିଶତରୁ ୫୦ ପ୍ରତିଶତକୁ ବୃଦ୍ଧି କରାଗଲା। ଏଥିରେ ଉପକୃତ ହେବେ ୮ ଲକ୍ଷ ୫୦ ହଜାର ତୋଳାଳି। ଏଥିପାଇଁ ୯୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହ କେନ୍ଦୁପତ୍ର ବନ୍ଧାଳି ଓ ସିଜନାଲ କର୍ମଚାରୀଙ୍କୁ ପ୍ରୋତ୍ସାହନ ରାଶିକୁ…