ସମ୍ବଲପୁର ଗସ୍ତ କରି ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି ସମ୍ୱଲପୁର ଜିଲ୍ଲା ଗସ୍ତ କରିଛନ୍ତି । ଆଜି ସକାଳ ୬ଟାରେ ପାଣ୍ଡିଆନ ସମ୍ବଲପୁରରେ ପ୍ରଥମ ମହାନଦୀ ହାଫ୍ ମାରାଥନର ଶୁଭାରମ୍ଭ କରିଥିଲେ। ବିଭିନ୍ନ ଶ୍ରେଣୀରେ ଏଥିରେ ୪ ହଜାର!-->…
