‘ଭାରତୀୟ ସଭ୍ୟତାକୁ ଓଡ଼ିଶା ସମୃଦ୍ଧ କରିଛି, ବିକାଶର ଆଧାର ହୋଇପାରିଛି’
ଭାରତୀୟ ସଭ୍ୟତାକୁ ଓଡ଼ିଶା ସମୃଦ୍ଧ କରିଛି। ଆଜି ବିକାଶର ଆଧାର ହୋଇପାରିଛି। ଭାରତର ବିକାଶରେ ଓଡ଼ିଶାର ଭୂମିକା ଅତୁଳନୀୟ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଏହା କହିଛନ୍ତି। କେନ୍ଦ୍ର ସରକାରଙ୍କ ୧୧ ବର୍ଷ ଓ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଜନତା ମଇଦାନରେ ଆୟୋଜିତ!-->…