ବସକୁ ଧକ୍କା ଦେଲା ୧୬ ଚକିଆ ଟ୍ରକ୍: ବାଇକ ଚାଳକଙ୍କ ପ୍ରାଣହାନି
ଜାତୀୟ ରାଜପଥ ବଜରଙ୍ଗ ଛକ ନିକଟରେ ମୟୂରୀ ବସ ଧକ୍କାରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଛି। ବସ ରାଉରକେଲାରୁ ବଡ଼ବିଲ ଯାଉଥିଲା। ଲାଠିକଟା ବଜରଙ୍ଗ ଛକ ନିକଟରେ ଡ଼ିସକଭର ବାଇକରେ ରାଉରକେଲାକୁ ଯାଉଥିବା ଗାଡ଼ିଚାଳକକୁ ଧକ୍କା ଦେଇଥିଲା।
ଘଟଣାସ୍ଥଳରେ ଗାଡ଼ି ଚାଳକଙ୍କ ମୃତ୍ୟୁ ହୋଇଯାଇଥିଲା|!-->!-->!-->…
