ଲକ୍ଷ୍ମୀନୃସିଂହ ବେଶରେ ଦର୍ଶନ ଦେବେ ମହାବାହୁ
ଆଜି ପଞ୍ଚୁକର କାର୍ତ୍ତିକ ଶୁକ୍ଳ ଚତୁର୍ଦଶୀ । ଏହାକୁ ମହାକାର୍ତ୍ତିକ ମାସର ବୈକୁଣ୍ଠ ଚତୁର୍ଦ୍ଦଶୀ ତିଥି ମଧ୍ୟ କୁହାଯାଏ । ଏହି ଅବସରରେ ଶ୍ରୀବିଗ୍ରହଙ୍କୁ ଲକ୍ଷ୍ମୀନୃସିଂହ ବେଶରେ ସଜ୍ଜିତ କରାଯିବ । ଶ୍ରୀମନ୍ଦିର ଦ୍ୱାର ଫିଟା ପରେ ବିଭିନ୍ନ ନୀତିକାନ୍ତି ବଢ଼ି ଶ୍ରୀଜୀଉମାନଙ୍କ ଅବକାଶ ନୀତି!-->…
