ଶ୍ରୀକ୍ଷେତ୍ରରେ ଭକ୍ତ ଅଚେତ୍
ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ । ଦର୍ଶନ ପାଇଁ ଧାଡ଼ିରେ ଯିବା ବେଳେ ଅଚେତ୍ ହୋଇପଡ଼ିଲେ ଭକ୍ତ । ଭିଡ଼ ଭିତରେ ଘଂଟା ଘଂଟା ଧରି ଛିଡ଼ା ହେବ ପରେ ଅସନ୍ତୋଷ ପ୍ରକାଶ କଲେ ବୃଦ୍ଧା । ସେହିପରି ଆଉ ଜଣେ ଶ୍ରଦ୍ଧାଳୁ ଅଚେତ ହୋଇପଡ଼ିଥିବାରୁ ତାଙ୍କୁ ଆମ୍ବୁଲାନ୍ସରେ ମେଡ଼ିକାଲରେ ଭର୍ତି!-->…
