Odia News Portal
Browsing Tag

swadhikar news

ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ଭିଜିଲାନ୍ସ ଜାଲରେ କିରାଣୀ

ଭିଜିଲାନ୍ସ ଜାଲରେ କିରାଣୀ। ୪ହଜାର ଟଙ୍କା ଲାଞ୍ଚ ନେବାବେଳେ ଗିରଫ ହୋଇଛନ୍ତି ଯାଜପୁର କବିରପୁର ସ୍ଥିତ ପୁରୁଷୋତ୍ତମପୁର ଉଚ୍ଚ ବିଦ୍ୟାଳୟର କିରାଣୀ ମହେଶ୍ୱର ସାମଲ । ପେନସନ ଟଙ୍କା କରାଇ ଦେବା ପାଇଁ ୪ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଟ୍ରାପ ପରେ ମହେଶ୍ବର ସାମଲଙ୍କ ଆୟ ବର୍ହିଭୁତ

ବାତ୍ୟା ଯିବ ବାଂଲାଦେଶ ! ଓଡିଶାରେ ପଡିବନି ପ୍ରଭାବ

ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ କାଲି ବାତ୍ୟାର ରୂପ ନେବ  । ଆଜି ଏହା ଘଣ୍ଟାପ୍ରତି ୧୭ କିମି ବେଗରେ ଗତିକରୁଛି  । ଏବେ ବିଶାଖାପାଟଣାରୁ ୩୯୦, ପାରାଦୀପରୁ ୩୨୦ କିମି, ଦୀଘାରୁ ୪୬୦ , ବାଂଲାଦେଶ ଖେପୁପଡାରୁ ୬୧୦ କିମି ଦୂରରେ ରହିଛି । କାଳକ୍ରମେ ଏହା ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି

ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରେ ବିଦ୍ୟୁତ୍‌ ବିଭ୍ରାଟକୁ ୬ ମାସ ବିତିଲା

ମହାମହିମ୍‌ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗତ ମେ’ ମାସରେ ପ୍ରଥମ ମୟୂରଭଞ୍ଜ ଗସ୍ତରେ ଆସି ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ। ତେବେ ଠିକ୍‌ ମହାମହିମ୍‌ଙ୍କ ଭାଷଣ ସମୟରେ ହିଁ ଅଡିଟୋରିୟମ୍‌ରେ ଲାଇନ୍‌ ଚାଲି ଯାଇଥିଲା। ପ୍ରାୟ ୯

କାଲିଠାରୁ ପୁରୀ ଜଗମୋହନ ନାଟମଣ୍ଡପ ମରାମତି କରିବାକୁ ନିର୍ଦ୍ଦେଶ

ଆସନ୍ତାକାଲି ଠାରୁ ପୁରୀ ଜଗମୋହନ ନାଟମଣ୍ଡପ ମରାମତି କାମ ଆରମ୍ଭ କରିବାକୁ ଏ ଏସ ଆଇକୁ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ। ଆସନ୍ତା ୨୪ ତାରିଖ ଠାରୁ ମରାମତି ଆରମ୍ଭ କରିବାକୁ ଚାହୁଁଥିଲା ଏ ଏସ ଆଇ, ମାତ୍ର ଏହାକୁ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ଅଗ୍ରାହ୍ୟ କରିଛନ୍ତି। ପ୍ରତି ୧୫ ଦିନ

ଗଜପତି ଜିଲ୍ଲାରେ ଖୋଲିବ ୫୪ ଗୋଟି ଧାନ ସଂଗ୍ରହ କେନ୍ଦ୍ର

ଗଜପତି ଜିଲ୍ଲାରେ ଖରିଫ ଧାନ ସଂଗ୍ରହ ନିମନ୍ତେ ଚଳିତ ଥର ୫୪ ଗୋଟି କେନ୍ଦ୍ର ଖୋଲାଯିବ। ଡିସେମ୍ବର ୧୫ରୁ ପର୍ଯ୍ୟାୟକ୍ରମେ ବିଭିନ୍ନ ବ୍ଲକର ମଣ୍ଡିରୁ ଧାନ କ୍ରୟ କରାଯିବ। ଚଳିତ ବର୍ଷ ଏଫ୍ଏକ୍ୟୁ ମାନର ଧାନ କ୍ଵିଣ୍ଟାଲ ପିଛା ୨୧୮୩ ଟଙ୍କା ଏବଂ ଗ୍ରେଡ୍-ଏ ଧାନ କ୍ଵିଣ୍ଟାଲ ପିଛା ୨୨୦୩ ଟଙ୍କାରେ

ସାଇବର ଠକ ଲୁଟିଲେ ୧୨ ଲକ୍ଷ

ଜୁଆଖେଳ ଭଳି ଲୋଭ ଦେଖାଉଛନ୍ତି ସାଇବର ଠକ। ରାତାରାତି ଲକ୍ଷପତି ହେବାର ସ୍ବପ୍ନ ଦେଖାଇ ଲୋକଙ୍କୁ ଲୁଟୁଛନ୍ତି। ଘରେ ବସି ସହଜ ଉପାୟରେ ରୋଜଗାର ଆଶା ଦେଖାଇ ଟଙ୍କା ବିନିଯୋଗ ନାଁରେ ଠକି ନେଉଛନ୍ତି ଲକ୍ଷ ଲକ୍ଷ ଟଙ୍କା। ଏମିତି ଅନେକ ଯୁବକ, ଯୁବତୀ ଠକେଇର ଶିକାର ହୋଇ ଥାନାର ଦ୍ବାରସ୍ଥ

ସାହାରା ଗ୍ରୁପ୍‌ ମୁଖ୍ୟ ସୁବ୍ରତ ରାୟଙ୍କ ପରଲୋକ

 ସାହାରା ଇଣ୍ଡିଆ ପରିବାରର ପ୍ରତିଷ୍ଠାତା ତଥା ସାହାରା ଗ୍ରୁପ ମୁଖ୍ୟ ସୁବ୍ରତ ରାୟଙ୍କର ୭୫ ବର୍ଷ ବୟସରେ ହୃଦ୍‌ଘାତରେ ପରଲୋକ ଘଟିଛି। ସେ ଦୀର୍ଘ ଦିନ ହେବ ରୋଗାକ୍ରାନ୍ତ ଥିଲେ। ତାଙ୍କୁ କୋକିଳାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ ଆଣ୍ଡ୍‌ ମେଡିକାଲ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ରେ ଭର୍ତ୍ତି

୧୨ ପ୍ରସ୍ତାବକୁ କ୍ୟାବିନେଟ ମୋହର, ମେଟ୍ରୋ ରେଳ ପ୍ରକଳ୍ପକୁ ମଞ୍ଜୁରୀ

ଆଉ ପାଦେ ଆଗେଇଲା କଟକ-ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ। ମେଟ୍ରୋ ରେଳ ପ୍ରକଳ୍ପ ଡିପିଆରକୁ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିଛି। ଫେଜ-୧ ଡିପିଆରକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ ପ୍ରଦାନ କରାଯାଇଛି। ଭୁବନେଶ୍ବର ଏୟାରପୋର୍ଟରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୫୯୨୯

ଆଜିଠୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶିଶୁ ଦିବସ ଅବସରରେ ଅନୁଷ୍ଠିତ ହେଉଛି ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’। ମଙ୍ଗଳବାରଠାରୁ ଆସନ୍ତା ୧୬ ତାରିଖ ଗୁରୁବାର ପର୍ୟ୍ୟନ୍ତ ୟୁନିଟ୍‌-୯ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଏହି କାର୍ୟ୍ୟକ୍ରମ ଆୟୋଜିତ ହେବ। ଏହି ମହୋତ୍ସବରେ ବ୍ଲକ୍ ଓ

ନଭେମ୍ବର ୨୧ରେ ବିଧାନସଭା ଉପବାଚସ୍ପତି ନିର୍ବାଚନ

ନଭେମ୍ବର ୨୧ ତାରିଖରେ ବିଧାନସଭା ଉପବାଚସ୍ପତି ନିର୍ବାଚନ । ୨୧ ତାରିଖ ସକାଳ ୯ଟା ୩୦ରେ ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ସମସ୍ତ ସଦସ୍ୟଙ୍କୁ ଚିଠି କରିଛନ୍ତି ବିଧାନସଭା ସଚିବ । ରଜନୀକାନ୍ତ ସିଂହଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ପଦବୀ । ନଭେମ୍ବର ୮ ତାରିଖରେ ଉପବାଚସ୍ପତି