Odia News Portal
Browsing Tag

swadhikar news

ନଭେମ୍ବର ୨୧ରୁ ବିଧାନସଭା ଶୀତ ଅଧିବେଶନ । ଡିସେମ୍ବର ୩୦ ଯାଏଁ ଚାଲିବ ଶୀତ ଅଧିବେଶନ

ନଭେମ୍ବର ୨୧ ତାରିଖରୁ ଆରମ୍ଭ ହେବ ବିଧାନସଭାର ଶୀତ ଅଧିବେଶନ । ନଭେମ୍ବର ୨୧ ତାରିଖରୁ ଶୀତ ଅଧିବେଶନ ଆରମ୍ଭ ହେଇ ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ । ଏନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇ ସୂଚନା ଦିଆଯାଇଛି ।

ଗିରଫ ହେଲେ ଫିଲ୍ମ ପ୍ରଯୋଜକ ଟୁଟୁ ନାୟକ

ବିବାଦ ବଢ଼ିବାରୁ ଓଡ଼ିଆ ଫିଲ୍ମ ପ୍ରଯୋଜକ ଟୁଟୁ ନାୟକଙ୍କୁ ଗିରଫ କଲା ଭୁବନେଶ୍ୱର କମିଶନରେଟ୍‌ ପୁଲିସ୍‌। ମହିଳା ସାମ୍ୱାଦିକ ଦେବସ୍ମିତା ରାଉତଙ୍କୁ ଅସଦାଚରଣ ଅଭିଯୋଗରେ ତାଙ୍କୁ ପୁଲିସ୍‌ ଗିରଫ କରିଛି। ଏନେଇ ସୂଚନା ଦେଇଛନ୍ତି ଜୋନ୍‌-୧ ଏସିପି ମାନସ ଗଡ଼ନାୟକ। ତାଙ୍କ ବିରୋଧରେ ପୁଲିସ ଆଇପିସି

ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ହେବ ଲେଜର ସ୍କାନିଂ

କାର୍ତ୍ତିକ ପୂର୍ଣ୍ଣିମା ପରଦିନ ନଭେମ୍ବର ୨୮ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ କରାଯିବ । ପର୍ଯ୍ୟାୟ କ୍ରମେ ସ୍କାନିଂ କରିବାକୁ ନିଷ୍ପତ୍ତି ହୋଇଛି । ସ୍କାନିଂ ପରେ ବାହାର ରତ୍ନଭଣ୍ଡାରର ସ୍ଥିତି ଜଣାପଡ଼ିବ । ଫାଟ ଓ କେତେ ପରିମାଣରେ କ୍ଷତି ହୋଇଛି, ସେନେଇ ସ୍କାନିଂ

ନଭେମ୍ବର ୬ରୁ ଭୁବନେଶ୍ୱର-ଜୟପୁର ମଧ୍ୟରେ ଆରମ୍ଭ ହେବ ଦ୍ବିତୀୟ ବିମାନ ସେଵା

ନଭେମ୍ବର ୬ ତାରିଖରୁ ଭୁବନେଶ୍ୱର-ଜୟପୁର ମଧ୍ୟରେ ଆରମ୍ଭ ହେବ ଦ୍ବିତୀୟ ବିମାନ ସେଵା। ସପ୍ତାହକୁ ସୋମବାର ଓ ଶୁକ୍ରବାର ଏହି ଦୁଇ ଦିନ ଉଡ଼ିବ ବିମାନ। ଏନେଇ ଟ୍ବିଟ୍ କରି ସୂଚନା ଦେିଇଛି ବିମାନ ସେବା ଯୋଗାଉଥିବା ସଂସ୍ଥା ଇଣ୍ଡିଆ ଓ୍ବାନ୍ ଏୟାର। ପ୍ରାରମ୍ଭିକ ଅଫରରେ ମାତ୍ର ୨୯୯୯ ଟଙ୍କାରେ

‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ପାଇଁ ବଦଳିଗଲା ପରୀକ୍ଷା ସମୟ

ସରକାରୀ କାର୍ଯ୍ୟକ୍ରମ ଯୋଗୁଁ ବଦଳିଗଲା ସ୍କୁଲରେ ପରୀକ୍ଷା ସମୟ । ସମ୍ବଲପୁରର ଏକ ହାଇସ୍କୁଲରେ ଏମିତି କିଛି ଘଟଣା ଘଟିଛି । ସ୍ଥାନୀୟ ମାନେଶ୍ୱରୀ ବ୍ଳକ ମାଳତୀଗୁଣ୍ଡେରପୁର ସରକାରୀ ହାଇସ୍କୁଲର ଛାତ୍ରଛାତ୍ରୀଙ୍କ ନବମ ଓ ଦଶମ ପିଲାଙ୍କ ଷାଣମାସିକ ପରୀକ୍ଷା ଆଜି ସକାଳ ସାଢ଼େ ୧୦ଟାରୁ ଗୋଟାଏ

ପ୍ରମୋଦଙ୍କୁ ୨, ସୌନ୍ଦର୍ଯ୍ୟଙ୍କୁ ୧.୫ କୋଟି

ପାରା ଆଥଲେଟ ପ୍ରମୋଦ ଭଗତ ଓ ସୌନ୍ଦର୍ଯ୍ୟ ପ୍ରଧାନଙ୍କୁ ସମ୍ବର୍ଦ୍ଧନା । ଏସିଆନ ପାରା ଗେମ୍ସରେ ସଫଳତା ପାଇଁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ । ବ୍ୟାଡମିଣ୍ଟନ ତାରକା ପ୍ରମୋଦ ଭଗତଙ୍କୁ ୨ କଟିର ଚେକ୍ ପ୍ରଦାନ । ସୌନ୍ଦର୍ଯ୍ୟ ପ୍ରଧାନଙ୍କୁ ୧.୫ କୋଟି ଟଙ୍କାର ଚେକ୍ ପ୍ରଦାନ କଲେ । ଏସିଆନ

ସୋମାଲିକାଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ

କଟକ ବିଧାୟକ ବିଜୟଶଙ୍କର ଓ ସୋମାଲିକା ବିବାଦ ମାମଲା । ସୋମାଲିକାଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ । ବିବହ ପଞ୍ଚିକରଣ ଅଧିକାରୀଙ୍କ ପାଖରେ ମାମଲା ଚାଲୁଥିବାରୁ ଖାରଜ । ତଳକୋର୍ଟରେ ମାମଲା ଚଲୁଥିବାରୁ ହସ୍ତକ୍ଷେପ କରିବାକୁ ମନା କଲ । ବିଜୟଶଙ୍କର ଅନ୍ୟ ମହିଳାଙ୍କୁ ବିବାହ କରିବାକୁ ନେଇ

ନାତି ମାଡ଼ରେ ଜେଜେବାପା ମୃତ

ରାୟଗଡ଼ା ଜିଲ୍ଲା କାଶୀପୁର ଥାନା ପରଜା ସିଲା ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ନାତିର ମାଡ଼ରେ ଜେଜେବାପାଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଗୋବର୍ଦ୍ଧନ ନାୟକ। ଅଭିଯୁକ୍ତ ମୋହନକୁ ଥାନାରେ ଅଟକ ରଖି ପୁଲିସ ପଚରାଉଚରା ଜାରି ରହିଛି।ସୂଚନା ଅନୁଯାୟୀ, ଆଜି ସକାଳେ ଗୋବର୍ଦ୍ଧନ

ଟୁଟୁ ନୟକଙ୍କ ନାଁରେ ଗୁରୁତର ଅଭିଯାଗ

ପ୍ରଯୋଜକ ଟୁଟୁ ନୟକଙ୍କ ବିରୋଧରେ ଗୁରୁତର ଅଭିଯାଗ । ମାଡ ମାରିବାର ଅଭିଯୋଗ କଲେ ମହିଳା ସାମ୍ବାଦିକା । ଅଭିଯୋଗ ପରେ ଖାରବେଳ ନଗର ଥାନାରେ ମାମଲା ରୁଜୁ । ସିସିଟିଭି ଅଧାରରେ ତଦନ୍ତ ଆରମ୍ଭ କଲା ପୋଲିସ । ଏନେଇ ଟୁଟୁ ନାୟକଙ୍କ ପ୍ରତିକ୍ରିୟା ମିଳିପାରିନାହିଁ । ଏହାକୁ ନେଇ ସାମ୍ବାଦିକା

ନବୀନ ଓଡ଼ିଶାରେ ଗାଁ ହେବ ବିକାଶର ମୂଳ କେନ୍ଦ୍ର : କଳାହାଣ୍ଡି ଓ ନବରଙ୍ଗପୁରରେ ଆମ ଓଡିଶା ନବୀନ ଓଡ଼ିଶାର ଶୁଭାରମ୍ଭ…

ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ