ଘନ କୁହୁଡ଼ି ଯୋଗୁଁ ବିମାନ ଚଳାଚଳ ବାଧାପ୍ରାପ୍ତ, ୩ଟି ବିମାନ ବାତିଲ
ନୂଆବର୍ଷରେ କଲବଲ ବିମାନ ଯାତ୍ରୀ । ଘନ କୁହୁଡି ପାଇଁ ଭୁବନେଶ୍ବର ବିମାନବନ୍ଦରରୁ ବାତିଲ ହେଉଛି ଗୋଟିଏ ପରେ ଗୋଟିଏ ବିମାନ । ଆଜି ସକାଳୁ ଦିଲ୍ଲୀ, ଅହମଦାବାଦ,କୋଲକତାକୁ ଉଡାଣ ଭରିବାକୁ ଥିବା ୩ଟି ବିମାନ ବାତିଲ ହୋଇଛି । ସେହିପରି ୧୫ଟି ବିମାନ ଉଡାଣ ସମୟ ବିଳମ୍ବିତ ହୋଇଛି । ପାଖାପାଖି…
