ନାବାଳକକୁ ହତ୍ୟା ; ଜଣେ ଅଟକ
ଖୋର୍ଦ୍ଧା ଜଟଣୀ ଥାନା ବେଣାପଞ୍ଜରୀ ଗାଁରେ ଘରେ ପଶି ନବମ ଶ୍ରେଣୀ ଛାତ୍ର ଶୁଭମ୍ ସ୍ୱରୂପ ପାଲଟାସିଂଙ୍କୁ ଛୁରାମାଡ଼ ଘଟଣାରେ ୨ସନ୍ଦିଗ୍ଧଙ୍କୁ ଅଟକ ରଖି ପଚରାଉଚରା କରୁଛି ପୁଲିସ। ସିସିଟିଭି ଫୁଟେଜ ଆଧାରରେ ପୁଲିସ ଏହି ୨ ସନ୍ଦିଗ୍ଧଙ୍କୁ ଅଟକ ରଖି ପଚରାଉଚରା କରୁଛି। ତେବେ କିଏ ଓ କାହିଁକି!-->…
