ବଙ୍ଗୋପସାଗରରେ ଲଘୁଚାପ: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା
ଉତ୍ତର-ପୂର୍ବ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓ ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉଚ୍ଚତାରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ସଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ଉତ୍ତର ଓଡ଼ିଶା ଓ!-->…
