ରାଜଧାନୀରେ ଧରାପଡିଲେ ଲୁଟେରା ; ଲକ୍ଷାଧିକ ଟଙ୍କାର ଅଳଙ୍କାର ଜବତ
ରାଜଧାନୀ ଭୁବନେଶ୍ୱରରେ ଗତ କିଛି ଦିନ ଧରି ଲୁଟେରାଙ୍କ ଉତ୍ପାତ ଦେଖାଦେଇଛି। ଏହା ମଧ୍ୟରେ ମଙ୍ଗଳବାର ପୁଲିସଙ୍କୁ ବଡ ସଫଳତା ମିଳିଛି। ପୁଲିସ କବଜାରେ ପଡିଛନ୍ତି ଲୁଟେରା। ବଡଗଡ ପୁଲିସ ଲୁଟେରାଙ୍କୁ କାବୁ କରି ସେମାନଙ୍କ ନିକଟରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ଟଙ୍କା ଜବତ କରିଛି। ଏମାନେ!-->…
