ପ୍ରମୋଦ ଭଗତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ
ପାରା ଏସୀୟ କ୍ରୀଡାରେ ଏସଏଲ୩ ପୁରୁଷ ସିଙ୍ଗଲ୍ସ ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ପ୍ରମୋଦ ଭଗତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରମୋଦ ଭଗତଙ୍କ ଏହି ଉଲ୍ଲେଖନୀୟ ସଫଳତା ରାଜ୍ୟ ଓ ଦେଶ ପାଇଁ ଗୈାରବ ଆଣିବାକୁ ଅନ୍ୟ କ୍ରୀଡାବିତମାନଙ୍କୁ ପ୍ରେରଣା!-->…
