ଆସନ୍ତାକାଲିଠାରୁ ବସ୍ ଧର୍ମଘଟ
ଆସନ୍ତାକାଲିଠାରୁ ବସ୍ ଧର୍ମଘଟ। ଘରୋଇ ବସ୍ ମାଲିକ ସଂଘ ସଂପାଦକ ଦେବେନ୍ଦ୍ର ସାହୁ ଆଜି ଏହି ସୂଚନା ଦେଇଛନ୍ତି। ସରକାର ଲିଖିତି ପ୍ରତିଶ୍ରୁତି ନଦେବାରୁ ମାଲିକ ସଂଘ ବସ୍ ଧର୍ମଘଟ ନିଷ୍ପତ୍ତିରେ ଅଟଳ ରହିଲା ବୋଲି ଶ୍ରୀ ସାହୁ କହିଛନ୍ତି। ଆସନ୍ତାକାଲି ସକାଳ ୬ଟାରୁ ଅନିର୍ଦ୍ଦିଷ୍ଟ!-->…
