ସୁନ୍ଦରଗଡ଼ରେ ୧୧ ନୂଆ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ
ଆଜି ସୁନ୍ଦରଗଡ଼ରେ ୧୧ ନୂଆ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୯ ନମୂନ ରୁ ୧୧ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୪୪୧ରେ ପହଞ୍ଚିଛି। ଏନେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଧରଣୀରଞ୍ଜନ ଶତପଥୀ ସୂଚନା ଦେଇଛନ୍ତି। ଜିଲ୍ଲା ମୁଖ୍ୟ!-->…
