ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା
ଦିଲ୍ଲୀ ଏନସିଆରରେ ପୁଣି ଭୂକମ୍ପ ଝଟକା ଅନୁଭୂତ ହୋଇଛି। ସୂଚନା ଅନୁଯାୟୀ, ରବିବାର ଦିଲ୍ଲୀ, ଗୁରୁଗ୍ରାମ ଏବଂ ନୋଏଡା ସହ ଅନେକ ସ୍ଥାନରେ ଭୂମିକମ୍ପ ଝଟକା ଅନୁଭବ କରିଥିଲେ ଲୋକେ । ଏହି ଭୂକମ୍ପର କେନ୍ଦ୍ରସ୍ଥଳ ହରିୟାଣାର ଫରିଦାବାଦ ନିକଟରେ ଥିଲା। ଏହାର ତୀବ୍ରତା ରିଚ୍ଟର ସ୍କେଲରେ!-->…
