୫ ରାଜ୍ୟରେ ବାଜିଲା ନିର୍ବାଚନୀ ବିଗୁଲ
ବାଜିଲା ନିର୍ବାଚନୀ ବିଗୁଲ୍। ଘୋଷଣା ହେଲା ୫ ରାଜ୍ୟ ବିଧାନସଭା ନିର୍ବାଚନ ତାରିଖ। ନଭେମ୍ବର ୭ରୁ ମତଦାନ ଆରମ୍ଭ। ବିଭିନ୍ନ ପର୍ୟ୍ୟାୟରେ ହେବ ମତଦାନ। ଡିସେମ୍ବର ୩ରେ ଭୋଟ୍ ଗଣତି। ଆଜି ସାମ୍ୱାଦିକ ସମ୍ମିଳନୀରେ ତାରିଖ ଘୋଷଣା କରିଛନ୍ତି ଇଲେକ୍ସନ୍ କମିଶନ ରାଜିବ କୁମାର। ଛତିଶଗଡ଼କୁ ଛାଡ଼ି!-->…
