ଆଇଏଏସ୍ ସ୍ତରରେ ଅଦଳବଦଳ: ୭ ଅଧିକାରୀଙ୍କୁ ନୂଆ ଦାୟିତ୍ବ
ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବିଷ୍ଣୁପଦ ସେଠୀ ହେଲେ ପ୍ରମୁଖ ଶାସନ ସଚିବ। ତାଙ୍କୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ସଚିବ ଦାୟିତ୍ବ ଦିଆଯାଇଛି।
ଅପରପକ୍ଷରେ ଭାସ୍କର ଜ୍ୟୋତି ଶର୍ମା ଲ୍ୟାଣ୍ଡ ରେକର୍ଡ ଓ ସେଟଲମେଣ୍ଟ କମିଶନର ଓ ବି!-->!-->!-->…
