ଲୋକସେବା ଭବନରେ ନିଆଁ
ଲୋକସେବା ଭବନରେ ଅଗ୍ନିକାଣ୍ଡ। ଲୋକସେବା ଭବନର ପ୍ରଥମ ମହଲାରେ ଥିବା ରାଜସ୍ଵ ବିଭାଗରେ ନିଆଁ ଲାଗିଥିବା ସୂଚନା ମିଳିଛି। ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଥିବା ବେଳେ ଅଗ୍ନିଶମ ବିଭାଗ ବର୍ତ୍ତମାନ ନିଆଁ ଲିଭାକାର୍ଯ୍ୟରେ ନିୟୋଜିତ ରହିଛି। ଲୋକସେବା ଭବନ ଭିତରେ ଥିବା!-->…
