ଝିଅ ଆଗରେ ମା’କୁ ଟାଣି ନେଲା କୁମ୍ଭୀର
ଆଳି ଥାନା ଅନ୍ତର୍ଗତ କୋଳଡିହ ପଞ୍ଚାୟତର ଓଁଳାଡିହା ଗାଁରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଗାଁର ଜଣେ ମହିଳାଙ୍କୁ ଖରସ୍ରୋତା ନଦୀକୁ ସଂଯୋଗ କରୁଥିବା ପାନିଆ ଯୋରରୁ କୁମ୍ଭୀର ଟାଣି ନେଇଥିବା ଜଣାପଡ଼ିଛି। ଏହି ଘଟଣା ତାଙ୍କ ଝିଅଙ୍କ ଆଗରେ ଘଟିଥିବା ସୂଚନା ମିଳିଛି। ଘରେ ପହଞ୍ଚି ଝିଅଟି ଘଟଣା!-->…