ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଘେରିବା ସହ ଅଣ୍ଡାମାଡ଼ କଲା ଛାତ୍ର କଂଗ୍ରେସ
ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ ନେଇ ତାତିଲା କଂଗ୍ରେସ। ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀଙ୍କ ବାସଭବନ ଘେରିବା ସହ ଅଣ୍ଡାମାଡ଼ କଲା ଛାତ୍ର କଂଗ୍ରେସ। ଛାତ୍ର ସଂସଦ ନିର୍ବାଚନ କରିବା ଦାବିରେ ଛାତ୍ର କଂଗ୍ରେସ ଏହି ବିକ୍ଷୋଭ କରିଛି ।
ସୂଚନାଯୋଗ୍ୟ, ବାତ୍ୟା!-->!-->!-->…
