SIR ପାଇଁ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ: ମାର୍ଚ୍ଚ ୧୦ରୁ ୧୩ ପର୍ଯ୍ୟନ୍ତ ROTIରେ କାର୍ଯ୍ୟକ୍ରମ
ରାଜ୍ୟରେ ହେବାକୁ ଥିବା ଆଗାମୀ ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର) କାର୍ଯ୍ୟକ୍ରମକୁ ସୁଚାରୁ ଭାବେ କାର୍ଯ୍ୟନ୍ବୟ କରିବା ଉଦ୍ଦେଶ୍ୟରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ଚାରିଦିନିଆ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି। ଏହି ପ୍ରଶିକ୍ଷଣ ୧୦ ମାର୍ଚ୍ଚ…
