ସମୁଦ୍ର ଭିତରେ ଶକ୍ତିଶାଳୀ ଭୂକମ୍ପ, ଥରିଲା ଇଣ୍ଡୋନେସିଆ
ସକାଳୁ ସକାଳୁ ସମୁଦ୍ର ଭିତରେ ସୃଷ୍ଟି ହେଲା ଶକ୍ତିଶାଳୀ ଭୂକମ୍ପ। ଇଣ୍ଡୋନେସିଆର ବାଲି ଏବଂ ଲମ୍ବୋକ୍ ଦ୍ୱୀପପୁଞ୍ଜର ଉତ୍ତରରେ ଥିବା ସମୁଦ୍ରରେ ଶକ୍ତିଶାଳୀ ଭୂକମ୍ପ ସୃଷ୍ଟି ହୋଇଥିବା ସୂଚନା ମିଳିଛି। ଆଜି ଭୋର ୪ଟା ସମୟରେ ଭୂକମ୍ପ ହୋଇଥିବା ବେଳେ ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୭.୦!-->…
