ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ଚାଲିଗଲା ୮ ଜୀବନ
ପଶ୍ଚିମବଙ୍ଗରେ ପୁଣି ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଛି । ଏହି ବିସ୍ଫୋରଣରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ ହୋଇଛନ୍ତି । ଉତ୍ତର ୨୪ ପ୍ରଗଣା ଦତ୍ତାପୁକୁର ଅଞ୍ଚଳରେ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି । ବିସ୍ଫୋରଣର ଏତେ ପ୍ରଚଣ୍ଡ ଥିଲା ଯେ ଘରର ଛାତ ସମ୍ପୂର୍ଣ୍ଣ!-->…
