ବିପୁଳ ପରିମାଣର ଗଞ୍ଜେଇ ଜବତ, ମହିଳା ଗିରଫ
ଅବକାରୀ ଅଧ୍ୟକ୍ଷକ ସୁବର୍ଣ୍ଣ କୁମାର ନାୟକଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ବିପୁଳ ପରିମାଣ ର ଗଞ୍ଜେଇ ଜବତ କରାଯାଇଛି । ଏହି ଘଟଣାରେ ଦୁଇଜଣ ପୁରୁଷ ଅଭିଯୁକ୍ତ ଫେରାର ହୋଇଯାଇଥିବା ବେଳେ ଗଞ୍ଜେଇ କାରବାରରେ ଲିପ୍ତ ଜଣେ ମହିଳାଙ୍କୁ ଗିରଫ କରିଛି ଅବକାରୀ!-->…
