ସମ୍ବଲପୁର ଉନ୍ନୟନ କର୍ତ୍ତୃପକ୍ଷଙ୍କ ନାଁରେ ବଡ ଧରଣର ଠକେଇର ପର୍ଦ୍ଦାଫାଶ, ୫ ଗିରଫ
ସମ୍ବଲପୁର ଉନ୍ନୟନ କର୍ତ୍ତୃପକ୍ଷ -ଏସଡିଏରେ ଲୋକଙ୍କ ବିଲ୍ଡିଂ ପ୍ଲାନ୍ ଆପ୍ରୁଭାଲ୍ ନାଁରେ ଏକ ବଡ ଧରଣର ଠକେଇର ପର୍ଦ୍ଦାଫାଶ କରିଛି ସମ୍ବଲପୁର ପୋଲିସ। ଏହି ଘଟଣାରେ ୫ ଜଣଙ୍କୁ ଗିରଫ କରାଯାଇଛି।
ସୂଚନା ଅନୁସାରେ ସମ୍ବଲପୁର କ୍ଷେତରାଜପୁର ଥାନାରେ ଏସଡିଏ ପକ୍ଷରୁ ଜାଲ ଦସ୍ତାବିଜ ଦେଇ!-->!-->!-->…
