କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ : ୪ ଗିରଫ
କୋଟିଏ ୧୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ । ବାଲେଶ୍ୱର ରେଳଷ୍ଟେସନ ରୋଡରୁ ବ୍ରାଉନସୁଗାର ଜବତ କଲା ଏସଟିଏଫ୍ । ସଂଧ୍ୟା ସମୟରେ ବ୍ରାଉନ ସୁଗାର ଡିଲ ପାଇଁ ଚାଲିଥିଲା ବଡ଼ ଧରଣ ଯୋଜନା । ଛଦ୍ମ ବେଶରେ ଛକି ରହିଥିବା ଏସଟିଏଫ୍ ଅଫିସରଙ୍କ ହାତରେ ଧରା ପଡ଼ିଥିଲେ ୪ ଅଭିଯୁକ୍ତ । ସେମାନେ ହେଲେ!-->…
