ପିପିଲି ଚାନ୍ଦୁଆ ଶିଳ୍ପର ହେବ ବିକାଶ
ପିପିଲି ଚାନ୍ଦୁଆ ଶିଳ୍ପର ହେବ ବିକାଶ । ଏଥିପାଇଁ ସପ୍ତାହେ ଭିତରେ ଖୁସି ଖବର ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀ ଜିଲ୍ଲାର ରୂପାନ୍ତରଣ ପାଇଁ ଗ୍ରାଉଣ୍ଡରେ ଅନୁଧ୍ୟାନ କରି ଏହି ପ୍ରତିଶ୍ରୁତି ଦେଇଛନ୍ତି ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ । ଫାଇଭ-ଟି ସଚିବ କହିଛନ୍ତି, ପିପିଲି!-->…
