ଆଜି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
ଆଜି ସନ୍ଧ୍ୟାରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଦୁଇ ଦିନିଆ ଗସ୍ତରେ ଆସି ସେ ଭୁବନେଶ୍ୱର ବିମାନବନ୍ଦରରେ ରାତି ୮ ଟାରେ ପହଞ୍ଚି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ଓଡ଼ିଶାର ପ୍ରବୀଣା ନାରୀ ନେତ୍ରୀ ,!-->…
