ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଘୋଷିତ ହୋଇଛି ପୋଲିସ ମେଡାଲ
ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଘୋଷିତ ହୋଇଛି ପୋଲିସ ମେଡାଲ । ଏଥର ଓଡ଼ିଶାରୁ ମୋଟ ୧୭ ପୋଲିସ ଅଧିକାରୀ ପଦକ ପାଇବେ । ସାହସିକତା ପାଇଁ ୪ ଜଣ ପୋଲିସ କର୍ମଚାରୀ ପଦକ ପାଇବେ ।
ବିଶିଷ୍ଟ ସେବା ପାଇଁ ୨ ଓ ଉଲ୍ଲେଖନୀୟ ସେବା ପାଇଁ ୧୧ ଜଣଙ୍କୁ ପଦକ ମିଳିବ । ସୁବେଦାର ପ୍ରହଲ୍ଲାଦ!-->!-->!-->…
