୭୯ ଜଣ BJD ନେତାଙ୍କୁ ନିଯୁକ୍ତି ଦେଲେ ସୁପ୍ରିମୋ
ଆସନ୍ତା ନିର୍ବାଚନ ପାଇଁ ଶାସକ ବିଜେଡି ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ କରିଦେଇଛି । ଏହି କ୍ରମରେ ଦଳ ବିଭିନ୍ନ ଜିଲ୍ଲାରେ ତା’ର ସଂଗଠନକୁ ପୁନର୍ଗଠନ କରୁଛି । ନିକଟରେ ଦଳ କିଛି ଜିଲ୍ଲାରେ ସଭାପତି, ଉପସଭାପତି, ସାଧାରଣ ସମ୍ପାଦକ ଓ ସମ୍ପାଦକ ଭାବେ ନୂଆ ନେତାଙ୍କୁ ଦାୟିତ୍ୱ ଦେଇଥିଲା । ଆଜି!-->…
