ସ୍କୁଲରେ ନାମଲେଖା ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ
ଛାତ୍ରଛାତ୍ରୀଙ୍କ ନାମଲେଖା ପାଇଁ ଆଧାର ବାଧ୍ୟତାମୂଳକ ନୁହେଁ । ସ୍କୁଲରେ ନାମଲେଖା ପାଇଁ ଆଧାର କାର୍ଡ ଜରୁରୀ ନୁହେଁ । ଏନେଇ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଲେ ଗଣଶିକ୍ଷା ସଚିବ । ଆଧାର କାର୍ଡ ଥାଉ ବା ନଥାଉ ସ୍କୁଲରେ ନାମ ଲେଖାଇ ପାରିବେ।
ନାମଲେଖା ପରେ ଛାତ୍ରଛାତ୍ରୀ!-->!-->!-->…
