‘ବୁଧବାର ହିଁ ହେବ ମହାପ୍ରଭୁଙ୍କ ବନକଲାଗି ନୀତି’
ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ଅନୁସାରେ ଗୁରୁବାର ହୋଇପାରିବ । ଯଦି ଗୁରୁବାର ହୁଏ ସେ ନିଷ୍ପତ୍ତି ଶ୍ରୀମନ୍ଦିର ପ୍ରଶାସନ ହିଁ ନେବ । ବହୁ ବାଦ ବିବାଦ ପରେ ଶେଷରେ ମହାପ୍ରଭୁଙ୍କ ବନକଲାଗି ନୀତି ହେବ । ଆସନ୍ତା ୯ ତାରିଖରେ ଶ୍ରୀଜିଉଙ୍କ ବନକଲାଗି କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ!-->…
