ରାଜନଗର ପାଇଁ ବିପଦ ପାଲଟିଛି ହଂସୁଆ ନଦୀ
କେନ୍ଦ୍ରାପଡା ଜିଲ୍ଲା ରାଜନଗରରେ କୂଳ ଲଂଘିଲା ହଂସୁଆ ନଦୀ । ରାଜନଗର ବଜାର ନିକଟରେ ୮୦ ଫୁଟ ଲମ୍ବା ମାଟି ଅତଡା ନଦୀକୁ ଧସି ପଡିଛି । ଫଳରେ ନଈ ଉପକୂଳରେ ହୋଇଥିବା ପଥର ପ୍ୟାକିଂ ସହ ନଈ ପଠା ଧସିଯାଇଛି । ହଂସୁଆ ନଦୀର ଏହି ଉଗ୍ରରୂପ ରାଜନଗର ବଜାର ପ୍ରତି ବିପଦ ସୃଷ୍ଟି କରିଛି । ଯାହାକୁ ନେଇ!-->…
