ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ଢେଙ୍କାନାଳ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କେନ୍ଦୁଝର, ମୟୁରଭଞ୍ଜ, ଗଜପତି, କନ୍ଧମାଳ, ନୟାଗଡ଼,!-->…
