ପୁରୀ ବାସୀଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର
ଆଜିଠୁ ଖୋଲିଲା ଶ୍ରୀମନ୍ଦିର ପଶ୍ଚିମ ଦ୍ବାର। କେବଳ ସ୍ଥାନୀୟ ବାସିନ୍ଦାଙ୍କୁ ମିଳିବ ସୁଯୋଗ । ପରିଚୟପତ୍ର ଦେଖାଇ ପ୍ରବେଶ କରିପାରିବେ ପୁରୀସହର ବାସୀ । ଶନିବାର ସନ୍ଧ୍ୟାରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା, ଏସପି ଡଃ କନୱର ବିଶାଳ ସିଂ, ପରିଚାଳନା କମିଟି ସେବାୟତ ସଦସ୍ୟଙ୍କ ସହ ଶ୍ରୀମନ୍ଦିର!-->…
