କାର ସହ ୨୬ କିଲୋ ଗଞ୍ଜେଇ ଜବତ, ଦୁଇ ମାଫିଆ ଗିରଫ
ଗଜପତିଜିଲ୍ଲା ଅଡବା ଥାନା ନଳାଘାଟ ଗାଁ ନିକଟରେ କାର ସହ ୨୬ କିଲୋ ଗଞ୍ଜେଇ ଜବତ। ଗଞ୍ଜେଇ ଚାଲାଣରେ ସମ୍ପୃକ୍ତ ଅଭିଯୋଗରେ ୨ ଜଣ ଆନ୍ତରାଜ୍ୟ ମାଫିଆକୁ ଗିରଫ କରାଯାଇଛି। ଗିରଫ ଦୁଇଜଣ ହେଲେ ମଧ୍ୟପ୍ରଦେଶର ରାଜ୍ୟର ବିକାଶ କାଠୁଆଶ ଓ ରୀତୁ ମିନା । ଏନେଇ ଥାନା ଅଧିକାରୀ…
