ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଲା ଇଜିପ୍ଟର ସର୍ବୋଚ୍ଚ ସମ୍ମାନ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନି ଦିନିଆ ଆମେରିକା ଗସ୍ତ ପରେ ଶନିବାର ଇଜିପ୍ଟର ରାଜଧାନୀ କାଇରୋରେ ପହଞ୍ଚିଛନ୍ତି। ସେ ରବିବାର ହେଲିଓପଲିସ୍ ଓ୍ବାର ମେମୋରିଆଲ ଏବଂ ଅଲ ହାକିମ ମସଜିଦ ପରିଦର୍ଶନ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ଦୁଇ ଦିନିଆ ଇଜିପ୍ଟ ଗସ୍ତରେ ଅଛନ୍ତି। ଏହି ଅବସରରେ!-->…
