Odia News Portal
Browsing Tag

swadhikar news

ୟୁନିଟ୍ ୯ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଚାଲିବ ରମା ଦେବୀ ଜୁନିଅର କଲେଜ୍

ରାଜଧାନୀର ୟୁନିଟ୍ ୯ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ରମା ଦେବୀ ଜୁନିଅର କଲେଜ୍ ଚାଲିବ। ଏଠାରେ ପ୍ରଥମ ପର୍ଯ୍ୟାୟରେ କଳା ଓ ବାଣିଜ୍ୟ ବିଭାଗର ପାଠପଢ଼ା ହେବ। ଏନେଇ ଗଣଶିକ୍ଷା ବିଭାଗ ସ୍ବତନ୍ତ୍ର ସଚିବଙ୍କୁ ଚିଠି ଲେଖି ଅବଗତ କରିଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦଶାଳୟର

ଦେବୀ ନଦୀରେ ଅଘଟଣ; ବୁଡ଼ିଯାଇ କାଉଡ଼ିଆ ନିଖୋଜ

ଜଗତସିଂହପୁର ଜିଲ୍ଲା ଆଳି ପିଙ୍ଗଳ ନିକଟ କେତକେଶ୍ୱର ଘାଟରେ ବଡ଼ ଧରଣ ଅଘଟଣ ଘଟିଛି । ଦେବୀ ନଦୀରେ ବୁଡ଼ିଯାଇ ଜଣେ କାଉଡ଼ିଆ ନିଖୋଜ ହୋଇଯାଇଛନ୍ତି । ଶୈବପୀଠ ଲାଗି ପାଣି ଆଣିବାକୁ ବୁଡ଼ମାରିବା ବେଳେ ଏହି ଅଘଟଣ ଘଟିଥିବା ଜଣାପଡ଼ିଛି । ସୂଚନା ଅନୁଯାୟୀ ପାଣିଭାର ପାଇଁ ଦୁଇ ଜଣ କାଉଡ଼ିଆ

ପୁଣି ସୀମା ଟପିଲା ବର୍ବରତା, ପ୍ରଥମେ ଅପହରଣ, ତା’ପରେ ଏସିଡ୍‌ ମାଡ଼

ରାଜସ୍ଥାନ କରୌଲି ଜିଲ୍ଲାରେ ଘଟିଛି ଅଭାବନୀୟ ଘଟଣା । କୂଅରୁ ମିଳିଲା ୧୮ ବର୍ଷୀୟା ଯୁବତୀଙ୍କ ମୃତଦେହ । ଯାହାକୁ ନେଇ ରାଜସ୍ଥାନ କରୌଲି ଅଞ୍ଚଳରେ ଖେଳିଯାଇଛି ଚାଞ୍ଚଲ୍ୟ । ଏ ଘଟଣାକୁ ନେଇ ଧିରେ ଧିରେ ତେଜିଛି ବିବାଦ ଏବଂ ରାଜନୀତି । ପୁଣି ସୀମା ଟପିଲା ବର୍ବରତା । ୧୯ ବର୍ଷୀୟା ଦଳିତ

 ଅପରାଧ ତାଲିକାରୁ ହଟିବ ୩୪୦୦ଟି ଅପରାଧ

୨୦ ତାରିଖରୁ ଆରମ୍ଭ ହେଉଥିବା ସଂସଦର ମୌସୁମୀ ଅଧିବେଶନ ପାଇଁ କେନ୍ଦ୍ର ସରକାର ବ୍ୟାପକ ପ୍ରସ୍ତୁତ ଚଳାଇଛନ୍ତି । ଏହି ଅଧିବେଶନରେ କେତେକ ଗୁରୁତ୍ବପୂର୍ଣ୍ଣ ବିଲ୍ ଆଗତ ହେବାର କାର୍ଯ୍ୟକ୍ରମ ରହିଛି । ଦିଲ୍ଲୀ ସର୍ଭିସ, ଡାଟା ପ୍ରୋଟେକ୍ସନ, ଜନ ବିଶ୍ବାସ, ଫରେଷ୍ଟ କଞ୍ଜରଭେସନ ଏବଂ ଅନ୍ୟାନ୍ୟ

ଦଳରୁ ସସପେଣ୍ଡ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ମୋକିମ୍

ଦଳରୁ ସସପେଣ୍ଡ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ମୋକିମ୍ । କିଛି ନିସ୍ତସ୍ୱାର୍ଥ ବ୍ୟକ୍ତି ଯାହା ପାଦ ତଳେ ମାଟି ନଥାଏ ସେ ଏମିତି କାମ କରନ୍ତି । ନିଜ ଚୌକି ସୁରକ୍ଷିତ କରିବାକୁ ଏଭଳି ଭୁଲ ନିଷ୍ପତ୍ତି ନେଇଥାନ୍ତି । ଦଳର ମୁଖ୍ୟ ମୋ ବିରୋଧରେ ଚକ୍ରାନ୍ତ କରିଛନ୍ତି । ସେ କୁହନ୍ତୁ

କଂଗ୍ରେସରୁ ମହମ୍ମଦ ମୋକିମ ଓ ଚିରଞ୍ଜୀବ ବିଶ୍ବାଳଙ୍କୁ ନିଲମ୍ବନ କୁ କଂଗ୍ରେସର ବିରୋଧ

କଂଗ୍ରେସରୁ ମହମ୍ମଦ ମୋକିମ ଓ ଚିରଞ୍ଜୀବ ବିଶ୍ବାଳଙ୍କୁ ନିଲମ୍ବନ ପ୍ରସଙ୍ଗ । ବିରୋଧ କଲେ କଂଗ୍ରେସର କିଛି ପଦାଧିକାରୀ । ନିଲମ୍ବନକୁ ସାଧାରଣ କଂଗ୍ରେସ କର୍ମୀ ଗ୍ରହଣ କରିପାରୁନାହାନ୍ତି । ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଟାର୍ଗେଟ୍ କରିଛନ୍ତି ଦଳର ଅନେକ ନେତା । ଶରତ ଦାୟିତ୍ୱ ନେବାପରେ

୪୩ ଲକ୍ଷ ହଡପ: ୪ ଗିରଫ

୪୩ ଲକ୍ଷ ହଡପ ଅଭିଯୋଗରେ ୪ କର୍ମଚରୀ ଗିରଫ । ଗିରଫ କର୍ମଚାରୀମାନେ ଏକ ଅନଲାଇନ ସଂସ୍ଥା ପାଇଁ କାମ କରୁଥିଲେ । ୪ ଲକ୍ଷ ଟଙ୍କା ସହ ୨ଟି ବାଇକ,ଲ୍ୟାପଟପ ଓ ୩ ମୋବାଇଲ ଜବତ କରାଯାଇଛି । କ୍ୟାସଅନ ଡେଲିଭରି ହୋଇଥିବା ଟଙ୍କା ହଡପ ଅଭିଯୋଗରେ ଗିରଫ କରାଯାଇଛି । ବିଭିନ୍ନ ଆଳ ଦେଖାଇ କମ୍ପାନିକୁ ୪୩

ରାଜ୍ୟର କିଛି ସ୍ଥାନରେ ଅତିପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ଅରେଞ୍ଜ୍‍ ୱାର୍ଣ୍ଣିଂ ଜାରି

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମୀ ସକ୍ରିୟ ହୋଇଛି। ଗତକାଲି ରାଜ୍ୟବ୍ୟାପୀ ବର୍ଷା ଲାଗି ରହିଥିଲା। ଆଜି ମଧ୍ୟ ରାଜ୍ୟର କିଛି ସ୍ଥାନରେ ଅତିପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ଅରେଞ୍ଜ୍‍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ପ୍ରବଳ ବର୍ଷା ହେବାନେଇ

୧୧ କେଭି ବିଦ୍ୟୁତ ତାର ଛିଡିପଡିବାରୁ ୬ କାଉଡିଆ ଭକ୍ତଙ୍କ ମୃତ୍ୟୁ, ୫ ଗୁରୁତର

ମହାଦେବଙ୍କୁ ଜଳାଭିଷେକ କରିବାକୁ ଯାଉଥିବା ବେଳେ ଅଘଟଣ । ବିଦ୍ୟୁତ୍ ଆଘାତରେ ଗଲା ୬ଜଣ କାଉଡିଆ ଭକ୍ତଙ୍କ ଜୀବନ, ଅନ୍ୟ ୫ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଉତ୍ତରପ୍ରଦେଶ ମେରଟର ପରିକ୍ଷିତଗଡ଼ ଅଞ୍ଚଳରେ । ପାଣି ନେଇ

ବ୍ରିଜ ତଳକୁ ଖସିପଡ଼ିଲା ପିକ୍ଅପ୍ ଭ୍ୟାନ୍

ପାଟଣାଗଡ଼-ବେଲପଡ଼ା ରାସ୍ତାର କପାଣି ଗାଁ ନିକଟରେ ଥିବା ବ୍ରିଜରେ ଏକ ପିକ୍ଅପ୍ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଏଥିରେ ବସିଥିବା ୭ ଜଣ ମହିଳା ଓ ପୁରୁଷ ଆହତ ହୋଇଛନ୍ତି। ପାଟଣାଗଡ଼ ଡାକ୍ତରଖାନାରେ ସେମାନଙ୍କୁ ଭର୍ତ୍ତି କରାଯାଇଛି।ଆହତମାନେ ବେଲପଡ଼ା ବ୍ଲକ ବୁଦାମୁଣ୍ଡା ଗାଁର। ଆଜି