ଝାରସୁଗୁଡ଼ା ଜେଏମ୍ଏଫସି କୋର୍ଟରେ ହାଜର ହେଲା ଅଭିଯୁକ୍ତ ଗୋପାଳ
ନବ ଦାସ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସକୁ ଝାରସୁଗୁଡ଼ା ଜେଏମଏଫସି କୋର୍ଟରେ ହାଜର କରିଛି ପୋଲିସ । ତେଣୁ ଗତକାଲି କଡ଼ା ସୁରକ୍ଷାବଳୟରେ ଗୋପାଳ ଦାସକୁ କଟକରୁ ଝାରସୁଗୁଡ଼ା ନେଇଛି ପୋଲିସ । ଜାନୁଆରୀ ୨୯ରେ ବ୍ରଜରାଜନଗରରେ ନବ ଦାସଙ୍କୁ ଗୁଳି ମାଡ଼ କରିଥିଲା ପୁଲିସ ଏଏସଆଇ!-->…
