ସ୍ତ୍ରୀଙ୍କ ଗଳା କାଟି ହତ୍ୟା ପରେ ସ୍ବାମୀ ଫେରାର
ଗଜପତି ଜିଲ୍ଲା ସେରଙ୍ଗ ଥାନା ଅନ୍ତର୍ଗତ ଗାଇବା ଗାଁର ଜଣେ ମହିଳାଙ୍କୁ ଗଳା କାଟି ହତ୍ୟା କରାଯାଇଛି। ମୃତ ମହିଳା ଜଣଙ୍କ ହେଲେ ମୋନିକା ପାଇକ। ଘଟଣା ସ୍ଥଳରୁ ସ୍ବାମୀ ନରେନ୍ଦ୍ର ପାଇକ ଫେରାର ହୋଇଯାଇଥିବା ବେଳେ ଘରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମହିଳାଙ୍କ ମୃତଦେହ ଘରେ ପଡ଼ି ରହିଛି।
!-->!-->!-->…